Tag Archives: sports

ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ବିଶ୍ୱକପ୍‌ ୨୦୨୩ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଖେଳିବା ମୁସ୍କିଲ। ସମ୍ପୂର୍ଣ୍ଣ ଫିଟ୍‌ ହୋଇ ନ ଥିବା କାରଣରୁ ଇକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ତାଙ୍କ ଖେଳିବା ନେଇ ଆଶଙ୍କା ସୃଷ୍ଟି…

ବିଶ୍ୱକପ୍‌ ଟିମ୍‌ରେ ମିଳି ନ ଥିଲା ସୁଯୋଗ, ଏବେ ପିସିବି ତରଫରୁ ସରଫରାଜଙ୍କୁ ମିଳିଲା ଖୁସିଖବର 

ଲାହୋର,୨୧।୧୦: ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବିଶ୍ୱକପ୍‌ ପୂର୍ବରୁ ଘୋଷଣା କରାଯାଇଥିବା ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାର ସମୀକ୍ଷା କରିବା ପରେ ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦଙ୍କୁ ପଦୋନ୍ନତି ଦେଇଛି। ସେ ଏବେ ‘ଗ୍ରୁପ୍‌ ଡି’ରୁ ‘ ଗ୍ରୁପ୍‌ ବି’ରେ ସାମିଲ ହୋଇଛନ୍ତି। ଖେଳାଳିଙ୍କ…

‘ଟିମ୍‌ ଇଣ୍ଡିଆକୁ କାହାର ନଜର ନ ଲାଗୁ’

ପୁଣେ,୨୦।୧୦: ଆଇସିସି କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଟିମ୍‌ ଇଣ୍ଡିଆ ଗୁରୁବାର ଟୁର୍ନାମେଣ୍ଟରେ ଲଗାତାର ଚତୁର୍ଥ ବିଜୟ ହାସଲ କରିଥିଲା। ମ୍ୟାଚ୍‌କୁ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେଏଲ୍‌ ରାହୁଲ ଫିନିଶ କରିଥିଲେ। ବିଜୟ ପରେ ପାଭିଲିୟନ ଫେରିବା…

ପାକିସ୍ତାନୀ ବୋଲର୍‌ ହରିସ ରାଉଫ୍‌ଙ୍କୁ କନ୍ଦାଇଦେଲେ ଏହି ଦୁଇ ବ୍ୟାଟ୍ସମ୍ୟାନ୍‌; ଗୋଟିଏ ଓଭରରେ ମାରିଲେ ୪,୬,୧,୪,୪,୪ ରନ୍‌

ବେଙ୍ଗାଲୁରୁ,୨୦।୧୦: ବିଶ୍ୱକପ୍‌ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନ ମୁହାଁମୁହିଁ ହେଉଛନ୍ତି। ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ହେଁ ଏହା ତାଙ୍କ ଲାଗି ଭୁଲ ସାବ୍ୟସ୍ତ ହୋଇଛି। କାରଣ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ଡେଭିଡ ଓ୍ବାର୍ନର ଏବଂ…

‘ବିଶ୍ୱକପ୍‌ ଗୁରୁତ୍ୱପୂର୍ଣ୍ଣ, ହେଲେ ବୁମ୍‌ରାଙ୍କ କ୍ୟାରିୟର ଆମ ପାଇଁ ଅଧିକ ଜରୁରୀ’

ନୂଆଦିଲ୍ଲୀ,୧୫।୧୦: ଟି୨୦ ବିଶ୍ୱକପ୍‌କୁ ଆଉ ଦିନ କେଇଟା। ଏମିତିରେ ପିଠିରେ ସମସ୍ୟା କାରଣରୁ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ଅନୁଭବୀ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା। ଏହା ଦଳ ଲାଗି ବଡ଼ ଝଟ୍‌କା ବୋଲି କୁହାଯାଇଥିଲା। ଏବେ ତାଙ୍କ ସ୍ଥାନରେ ପେସର…

ପିଏସ୍‌ଜି ଛାଡିଲେ ଆଲ୍‌ଭେସ୍‌

ପ୍ୟାରିସ, ୨୩ା୬ (ଏଏଫ୍‌ପି)- ଡାନି ଆଲ୍‌ଭେସ୍‌ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ଦଳ ପରିତ୍ୟାଗ କରିଛନ୍ତି। କୋପା ଆମେରିକାରେ ପେରୁ ବିପକ୍ଷରେ ବ୍ରାଜିଲର ୫-୦ଗୋଲରେ ବିଜୟ ପରେ ସେ ଏହି ଘୋଷଣା କରିଛନ୍ତି। ୩୬ବର୍ଷୀୟ ରାଇଟ୍‌ ବ୍ୟାକ୍‌ ବର୍ତ୍ତମାନ ବ୍ରାଜିଲ ଦଳର ଅଧିନାୟକ ଅଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri