Tag Archives: sports

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର ଆସିଥିଲା। ସେଥିରୁ ଗୋଟିଏ ଥିଲା ଦଳର ଷ୍ଟାର ବୋଲର୍‌ ଦୀପକ ଚାହର ନିଜର ପ୍ରଥମ…

‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’

ମୁମ୍ବାଇ,୩୦ା୪: ଆଇପିଏଲ୍‌ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ ଟିମ୍‌ ଗେମ୍‌ ହୋଇଥିବା ବେଳେ ଏହା ମୁମ୍ବାଇର ପ୍ରଦର୍ଶନକୁ ପ୍ରଭାବିତ କରିଥିବା କହିଛନ୍ତି କ୍ଲାର୍କ।…

ଟି୨୦ ବିଶ୍ୱକପ୍‌ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ବିସିସିଆଇ ଟିମ୍‌ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ବିରାଟ କୋହଲି ଦଳରେ ସ୍ଥାନ ପାଇଛନ୍ତି। ତେବେ ଏହା…

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍‌ ଇଣ୍ଡିଆ…

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା…

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ ଆଇସିସି ଟୁର୍ନାମେଣ୍ଟ ଖେଳୁଛନ୍ତି। ଏଣୁ ଯେବେ ବି ଉଭୟ ଟିମ୍‌ ମୁହାଁମୁହିଁ ହୁଅନ୍ତି ସମସ୍ତଙ୍କ…

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ ପତ୍ନୀ ପଙ୍ଖୁଡ଼ି ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିଜର ଇନଷ୍ଟାଗ୍ରାମରେ କ୍ରିକେଟର ପତ୍ନୀଙ୍କ ସହ…

‘ହାର୍ଦ୍ଦିକ କି ପନ୍ତ ନୁହନ୍ତି, ଏହି ୨୪ ବର୍ଷୀୟ ଖେଳାଳି ହେବେ ଟିମ୍‌ ଇଣ୍ଡିଆର ଆଗାମୀ ଅଧିନାୟକ’

ନୂଆଦିଲ୍ଲୀ,୨୧।୪: ପୂର୍ବ ଭାରତୀୟ କ୍ରିକେଟର ସୁରେଶ ରାଇନା ୨୪ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ଆଗାମୀ ଭାରତୀୟ ଅଧିନାୟକ ଭାବେ ଚୟନ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟା, ଋଷଭ ପନ୍ତ ଏବଂ କେଏଲ୍‌ ରାହୁଲଙ୍କ ସହ ଜସପ୍ରିତ ବୁମ୍‌ରାଙ୍କୁ ମଧ୍ୟ…

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି।…

ବିବାଦ ପରେ ପଞ୍ଜାବ କିଙ୍ଗ୍ସରୁ ବାଦ୍‌ ପଡ଼ିଲେ ଶିଖର ଧାଓ୍ବନ୍‌! ସାମ୍ନାକୁ ଆସିଲା ବଡ଼ ଅପ୍‌ଡେଟ୍‌…

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ପଞ୍ଜାବ କିଙ୍ଗ୍ସ ପ୍ରାରମ୍ଭିକ ୬ ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଘରୋଇ ମଇଦାନ ସହ ବାହାରେ ମଧ୍ୟ ଦଳ ପରାଜିତ ହେଉଛି। ଅନ୍ତିମ ଓଭରରେ ହିଁ ଦଳଠାରୁ ମ୍ୟାଚ୍‌ ହାତଛଡ଼ା ହୋଇଯାଉଛି। ଗୋଟିଏ ପଟେ ଏହାକୁ ନେଇ ଚାପ…

ଜାଣିଶୁଣି ଆଇପିଏଲ୍‌ରେ ଏହି ଭାରତୀୟ ଖେଳାଳିଙ୍କୁ ସୁଯୋଗ ଦେଉନାହାନ୍ତି ସଞ୍ଜୁ ସାମସନ୍‌? ବଢ଼ୁଛି ଚର୍ଚ୍ଚା…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୪ରେ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଆସନ୍ତା ବିଶ୍ୱକପ୍‌ରେ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଧ୍ରୁବ୍‌ ଜୁରେଲଙ୍କୁ ସୁଯୋଗ ମିଳିପାରେ ବୋଲି କୁହାଯାଉଛି। ହେଲେ ଚଳିତ ଆଇପିଏଲ୍‌ରେ ତାଙ୍କୁ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ୍‌ ଜାଣିଶୁଣି ସୁଯୋଗ ଦେଉନ ଥିବା ଅଭିଯୋଗ…

ରାଜସ୍ଥାନ-ବାଙ୍ଗାଲୋର ମ୍ୟାଚ୍‌ର ଟସ୍‌ ବେଳେ ସୋଲାର ଲ୍ୟାମ୍ପ ନେଇ ପହଞ୍ଚିଲେ ମହିଳା, ଜାଣନ୍ତୁ କାରଣ?

ଜୟପୁର,୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୪ର ୧୯ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ମୁହାଁମୁହିଁ ହେଉଛନ୍ତି। ଜୟପୁରର ସବାଇ ମାନସିଂ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ଏହି ମୁକାବିଲାରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri