IPLରେ କେଉଁଠୁ ଆସେ ଏତେ ଟଙ୍କା? କିଭଳି ମାଲାମାଲ ହୁଏ ବିସିସିଆଇ-ଫ୍ରାଞ୍ଚାଇଜ୍; ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୩: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍ ଆଇପିଏଲ୍ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ । ଏହି ଟୁର୍ନାମେଣ୍ଟ ଚକାଚକ୍ ରଙ୍ଗ, ନୃତ୍ୟ, ରୋମାଞ୍ଚ, ଆକ୍ସନ ଏବଂ ଗ୍ଲାମରରେ ପରିପୂର୍ଣ୍ଣ। ଏହି ଅବଧିରେ ବିଦେଶୀ ଖେଳାଳିମାନେ ଦୁଇ ମାସର ପାରିବାରିକ ପିକନିକ୍…
କିଏ ଜିତିବ ଆଇପିଏଲ୍ ୨୦୨୪? ଜାଣନ୍ତୁ ChatGPTର ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୦।୩: ଆଉ ଦିନ କେଇଟା ପରେ ଆରମ୍ଭ ହେବ ଆଇପିଏଲ୍ ୨୦୨୪। ମାର୍ଚ୍ଚ ୨୨ରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଚେନ୍ନାଇରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ସିଏସ୍କେ ଏବଂ ଆର୍ସିବି ମୁହାଁମୁହିଁ ହେବେ। ଏହି ମେଗା ଟୁର୍ନାମେଣ୍ଟରେ ଚଳିତ ବର୍ଷ ୧୦ ଟିମ୍…
ଏଣିକି ରିଭ୍ୟୁ ହେବ ନିର୍ଭୁଲ, ଆଇପିଏଲ୍ରେ ବ୍ୟବହୃତ ହେବ ନୂଆ ସ୍ମାର୍ଟ ରିପ୍ଲେ ସିଷ୍ଟମ
ମୁମ୍ବାଇ, ୧୯ା୩: ଯେକୌଣସି ମ୍ୟାଚ୍ ହେଉନା କାହିଁକି, ଗୋଟିଏ ଭୂଲ ନିଷ୍ପତ୍ତି ଫଳାଫଳକୁ ବଦଳାଇଦେଇଥାଏ। ଏହାକୁ ନେଇ ଆଇପିଏଲ୍ ୨୦୨୪ରେ ଏକ ସ୍ମାର୍ଟ ରିପ୍ଲେ ସିଷ୍ଟମର ବ୍ୟବହାର କରାଯିବ। ଶୀଘ୍ର ଓ ନିର୍ଭୁଲ ନିଷ୍ପତ୍ତି ପାଇଁ ଏହାର ବ୍ୟବହାର ହେବ। ତଦନୁଯାୟୀ…
ରାତିରେ ଲେଡିଜ୍ ହଷ୍ଟେଲରେ ପ୍ରବେଶ ଉଦ୍ୟମ ବେଳେ ଧରାପଡ଼ିଲେ ସ୍ବର୍ଣ୍ଣ ବିଜେତା
ନୂଆଦିଲ୍ଲୀ,୧୬ା୩: ଅଡୁଆରେ କମନ୍ଓ୍ବେଲ୍ଥ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜେତା ଭାରୋତ୍ତୋଳକ ଅଚିନ୍ତ ଶିଉଲୀ। ରାତିଅଧରେ ଲେଡିଜ୍ ହଷ୍ଟେଲ ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ସେଧରାପଡ଼ିଥିଲେ । ପରେ ତାଙ୍କୁ ପ୍ୟାରିସ ଅଲିମ୍ପିକ୍ସ ପ୍ରସ୍ତୁତି ଲାଗି ଲଗାଯାଇଥିବା ଜାତୀୟ କ୍ୟାମ୍ପରୁ…
ଭାରତରେ ଖେଳାଯିବ ନାହିଁ ଆଇପିଏଲ୍ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ୍! ଏହି ଦେଶରେ ହେବ ଆୟୋଜନ…
ନୂଆଦିଲ୍ଲୀ,୧୬।୩: ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ର ପରବର୍ତ୍ତୀ ସଂସ୍କରଣ। ହେଲେ ଏଯାବତ ଟୁର୍ନାମେଣ୍ଟର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଆସିନାହିଁ। ବିସିସିଆଇ କେବଳ ୨୧ ମ୍ୟାଚ୍ର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହାର କାରଣ ହେଉଛି ଚଳିତ ବର୍ଷ ହେବାକୁ ଥିବା…
ଏଣିକି ଦିନିକିଆ, ଟି୨୦ରେ ବାଧ୍ୟତାମୂଳକ ହେବ ‘ଷ୍ଟପ୍ କ୍ଲକ୍’ ବ୍ୟବହାର; ଜାଣନ୍ତୁ…
ଦୁବାଇ, ୧୫ା୩: ଏଣିକି ହ୍ବାଇଟ୍ ବଲ୍ କ୍ରିକେଟରେ ପରୀକ୍ଷାମୂଳକ ଭାବେ ବ୍ୟବହାର କରାଯାଉଥିବା ‘ଷ୍ଟପ୍ ଓ୍ବାଚ୍’କୁ ନିୟମିତ ଭାବେ ବ୍ୟବହାର କରାଯିବ। ସମୟ ଅପଚୟକୁ ରୋକିବା ଦିଗରେ ଏଭଳି ପଦକ୍ଷେପ ନେଇଛି ଆଇସିସି। ତଦନୁଯାୟୀ ଗୋଟିଏ ଓଭର ଶେଷ ହେବା ପରେ…
Video: ପୁଣି ଆହତ ହେଲେ ହାର୍ଦ୍ଦିକ ପାଣ୍ଡ୍ୟା?ମୁମ୍ବାଇ ଇଣ୍ଡିଆନ୍ସକୁ ନେଇ ଆସିଲା ବଡ଼ ଖବର…
ନୂଆଦିଲ୍ଲୀ,୧୫।୩: ଆଇପିଏଲ୍ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ନିଷ୍ପତ୍ତି ନେଇ ଅଧିନାୟକ ପଦରୁ ରୋହିତ ଶର୍ମାଙ୍କୁ ହଟାଇ ଦେଇଥିଲା। ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦାୟିତ୍ୱ ଦିଆଯାଇଥିଲା। ହେଲେ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ…
ଇତିହାସ ରଚିଲେ ରାଚିନ ରବିନ୍ଦ୍ର
ନୂଆଦିଲ୍ଲୀ,୧୪।୩: ଗତ ବର୍ଷ ଭାରତରେ ଖେଳାଯାଇଥିବା ବିଶ୍ୱକପ୍ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ରାଚିନ ରବିନ୍ଦ୍ର ବୁଧବାର ନ୍ୟୁଜିଲାଣ୍ଡ କ୍ରିକେଟର ବାର୍ଷିକ ପୁରସ୍କାରରେ ସର୍ବଶ୍ରେଷ୍ଠ ପୁରୁଷ କ୍ରିକେଟର ଭାବେ ଚୟନ ହୋଇଛନ୍ତି। ତାଙ୍କୁ ସାର୍ ରିଚାର୍ଡ ହାଡଲି ପଦକ ମିଳିଛି। ସବୁଠାରୁ କମ୍…
ଆଇପିଏଲ୍ ପୂର୍ବରୁ ଲକ୍ଷ୍ନୌ ପାଇଁ ଗୁଡ୍ ନ୍ୟୁଜ୍
ନୂଆଦିଲ୍ଲୀ, ୭।୩: ଆଇପିଏଲ୍ ପୂର୍ବରୁ ଲକ୍ଷ୍ନୌ ସୁପର୍ ଜିଆଣ୍ଟସ୍ ପାଇଁ ଖୁସିଖବର। ଆହତ ସମସ୍ୟାକୁ ନେଇ ଚିନ୍ତା ବଢ଼ାଇଥିବା ଅନୁଭବୀ ବ୍ୟାଟ୍ସମ୍ୟାନ କେଏଲ୍ ରାହୁଲ ଏନ୍ସିଏରେ ନିଜର ଅଭ୍ୟାସର ଫଟୋ ଶେୟାର କରିଛନ୍ତି। ‘ହାଏ’ କ୍ୟାପଶନ ସହ ଫଟୋ ପୋଷ୍ଟ କରିବା…
ଆଜିଠୁ ପଞ୍ଚମ ଟେଷ୍ଟ: ଭାରତର ଲକ୍ଷ୍ୟ ୪-୧ରେ ସିରିଜ ବିଜୟ
ଧର୍ମଶାଳା, ୭।୩ (ପି.ଟି.): ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବ। ଭାରତ ୩-୧ରେ ଅଗ୍ରଣୀ ରହିବା ସହ ସିରିଜକୁ ଆଗୁଆ ଜିତି ସାରିଛି। ଏବେ ଅନ୍ତିମ ଟେଷ୍ଟ…
ଚେତା ହରାଉଥିବା ସତ୍ତ୍ୱେ ଅଶ୍ୱିନଙ୍କୁ ମା’ ପଚାରିଥିଲେ ଗୋଟିଏ ପ୍ରଶ୍ନ, ମନେ ପକାଇଲେ…
ଧର୍ମଶାଳା,୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ଗୁରୁବାରଠାରୁ ଟେଷ୍ଟ ସିରିଜର ୫ମ ତଥା ଅନ୍ତିମ ମୁକାବିଲା ଆରମ୍ଭ ହେବ। ଏହି ମ୍ୟାଚ୍ ଅଶ୍ୱିନଙ୍କ ପାଇଁ ସ୍ବତନ୍ତ୍ର ହେବ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିବେ। ତେବେ ଏହି ମ୍ୟାଚ୍ ଖେଳିବା…
ଜାତୀୟସ୍ତରର ଖେଳାଳିଙ୍କ ପାଇଁ ଖୁସିଖବର, ଖେଳ କୋଟାରେ ନିଯୁକ୍ତି ନିୟମ ପରିବର୍ତ୍ତନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୫।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ଖେଳାଳିଙ୍କୁ ନିଯୁକ୍ତି ଏବଂ ପଦୋନ୍ନତି ମାମଲାରେ ଥିବା ନିର୍ଦ୍ଦେଶନାମାକୁ ସଂଶୋଧନ କରାଯାଇଛି। ବର୍ତ୍ତମାନ ସମୟରେ ମହତ୍ୱପୂର୍ଣ୍ଣ ପାଲଟିଥିବା ପ୍ରତିଯୋଗିତାଗୁଡ଼ିକୁ ଏଥିରେ ସାମିଲ କରାଯାଇଛି। ଫଳରେ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା ଖେଳାଳି ଖେଳ କୋଟାରେ ନିଯୁକ୍ତି…
Archives


