କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍ରାଇଜର୍ସର ଦ୍ୱିତୀୟ ବିଜୟ ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍ ଡେବ୍ୟୁ ବଳରେ ସନ୍ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ ଆଇପିଏଲ୍ ମ୍ୟାଚରେ ୫୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ହାଇଦ୍ରାବାଦ ୨୦…