କୃଷି ବିକାଶରେ ଶ୍ରୀଅନ୍ନ ଓଡ଼ିଶାର କୃଷି ଐତିହ୍ୟରେ ଶ୍ରୀଅନ୍ନ ବା ମାଣ୍ଡିଆର ସ୍ଥାନ ସ୍ବତନ୍ତ୍ର। ରାଜ୍ୟରେ ମାଣ୍ଡିଆ ଗାଁର ପରିକଳ୍ପନା କରିବା ଆମ ପର ପିଢ଼ି ପାଇଁ ବାଟ ଉନ୍ମୁକ୍ତ କରିବାର ଏକ ସୁଯୋଗ। ଆମ କୁଶଳୀ ଚାଷୀମାନେ ଏହି ମହତ ଉଦ୍ଦେଶ୍ୟରେ ପ୍ରମୁଖ ଭାଗୀଦାରି…