ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ...
ଆଜି ଶ୍ରୀମନ୍ଦିରରେ ଚିତାଲାଗି
ପୁରୀ,୪ା୮(ଅଜିତ୍ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି...
ଆଜି ବାହୁଡ଼ିବେ ମହାବାହୁ
ପୁରୀ,୧୫ା୭(ଅଜିତ୍ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।...
ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ
ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର...
Archives
