ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ… ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ ବ୍ଲୁ’ ଅଗଷ୍ଟ ୭ ରୁ ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଏକ ତିନି ଦିନିଆ…