ସ୍ପିନ୍ରେ ଦମ୍ ଦେଖାଇଲା ଶ୍ରୀଲଙ୍କା କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ…