ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି। ପାକିସ୍ତାନ ଫେବୃଆରୀ ୧୫ରେ କଲମ୍ବୋରେ ଭାରତ ସହିତ ଖେଳିବ ବୋଲି ନିଶ୍ଚିତ କରିଛି।…