ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ, ଯୁବକ ଅଟକ
ପୁରୀ,୨୯ା୭: ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ...
ହେମାମାଳିନୀଙ୍କ ଶ୍ରୀମନ୍ଦିର ପ୍ରବେଶ ନେଇ ବିବାଦ: ‘ଗ୍ରହଣ କରିଥିଲେ ମୁସଲମାନ ଧର୍ମ’
ପୁରୀ,୧୮ା୩ (ଅଜିତ୍ କୁମାର ମହାନ୍ତି): ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସୋମବାର ସିଂହଦ୍ୱାର ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ...
ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ...
ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ...
ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ
ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା...
ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ
ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ମଧ୍ୟ ଆସିଛି। ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର...
ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ
ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ ସହିତ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୁରୀ ପଠାଇଛନ୍ତି।...
ଶ୍ରୀମନ୍ଦିରରେ ପୁଣି ଲାଗିଲା ଲାଇଟ୍, ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟଶାସନ ସଚିବ
ପୁରୀ,୮।୬: ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଶନିବାର ନିଜେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ହସ୍ତକ୍ଷେପ ପରେ...
Archives


