ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…
ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ ପହଞ୍ଚତ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଆଶୀର୍ବାଦ ନେଇଛନ୍ତି।…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…

