ନୂଆଦିଲ୍ଲୀ,୧୩।୯: ଭାରତ ସରକାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରର ନାମ ପରିବର୍ତ୍ତନ କରିଛନ୍ତି। ସରକାର ପୋର୍ଟ ବ୍ଲେୟାରର ନାମକୁ 'ଶ୍ରୀ ବିଜୟପୁରମ୍' ରେ…