Tag Archives: Srimandir

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…

ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ…

ମହାପ୍ରଭୁଙ୍କୁ ଲାଗିହେଲା ଓଷୁଅ, ସୁସ୍ଥ ଅନୁଭବ କରିବେ… 

ପୁରୀ,୨୮ା୬(ଅଜିତ୍‌ କୁମାର ମହାନ୍ତି)-ଦାରୁବିଗ୍ରହ ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଗତ ୬ଦିନ ହେଲା ଅଣସର ପିଣ୍ଡିରେ ବିଶ୍ରାମ କରୁଥିବାବେଳେ ଦଇତାପତି ସେବକମାନେ ତାଙ୍କର ଗୁପ୍ତ ସେବା କରୁଛନ୍ତି। ଅନବସରର ଷଷ୍ଠ ଦିବସରେ ଶୁକ୍ରବାର ଶ୍ରୀବିଗ୍ରହମାନଙ୍କୁ…

ଅନ୍ଧାରରେ ଶ୍ରୀମନ୍ଦିର, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ପୁରୀ,୮।୬: ରାଜ୍ୟରେ ସରକାର ପରିବର୍ତନ ହେବା ପରେ ଅନ୍ଧାର ହୋଇଯାଇଛି ପୁରୀ ଶ୍ରୀମନ୍ଦିର। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ…

ପୋଢୁଆଁ ହେଲେ ବଡ଼ଠାକୁର

ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri