କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ତଥା ଆଇନଜୀବି ଅଶେଷ ନାଥ ମିଶ୍ର...