CBSE ଦଶମ ପରୀକ୍ଷାରେ ଛାତ୍ରଙ୍କ କୃତିତ୍ୱ ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲ CBSE ପରିଚାଳିତ ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ପାଇଛି। ଏହି ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ପାସ୍ କରିଥିବା ବେଳେ ପ୍ରଥମ କରି ପରୀକ୍ଷାର୍ଥୀମାନେ...