କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର
ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…
ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼
ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା ଜଣକ…
ପରିସ୍ରା କରିବାକୁ ଉଠିଥିବାବେଳେ ମହିଳାଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼
ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିଲା ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…
Archives


