ପରିସ୍ରା କରିବାକୁ ଉଠିଥିବାବେଳେ ମହିଳାଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼ ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିଲା ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର...