କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି… କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ ଟୁରର ପ୍ରଥମ ପର୍ଯ୍ୟାୟରେ, ଭିଡ଼ ଏଷତ ପରିମାଣରେ ବଢି ଯାଇଥିଲା ଯେ ଲୋକେ...