ହରିଦ୍ୱାରର ମନସା ଦେବୀ ମନ୍ଦିରରେ ଦଳାଚକଟା, ୬ ଜଣଙ୍କ ମୃତ୍ୟୁ, ଅନେକ ଆହତ ନୂଆଦିଲ୍ଲୀ,୨୭।୭: ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିରରେ ରବିବାର ଏକ ଭୟଙ୍କର ଦଳାଚକଟା ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି ଘଟଣା ମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମା ହେବା...