ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?
ନୂଆଦିଲ୍ଲୀ,୨୭।୪: ଗୁଗ୍ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାରତୀୟ ଅଟନ୍ତି। ଏଭଳି ପରିସ୍ଥିତିରେ ଲୋକମାନେ ଆମେରିକାରେ...