ଭାରତରେ ଶୀଘ୍ର ଆରମ୍ଭ ହେବ ଷ୍ଟାରଲିଙ୍କ ସେବା: ଜାଣନ୍ତୁ ମାସିକ ପ୍ଲାନ, ମୂଲ୍ୟ ନୂଆଦିଲ୍ଲୀ,୩।୮: ଏଲନ୍ ମସ୍କଙ୍କ ଷ୍ଟାରଲିଙ୍କକୁ ଭାରତରେ ସାଟେଲାଇଟ ଇଣ୍ଟରନେଟ ସେବା ପ୍ରଦାନ ପାଇଁ ଲାଇସେନ୍ସ ମିଳିଛି, ଯାହା ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଇଣ୍ଟରନେଟ ସଂଯୋଗୀକରଣରେ ନୂଆ ଅଧ୍ୟାୟ ଆରମ୍ଭ କରିବ। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର...