ଏଲନ ମସ୍କଙ୍କୁ ଜୋରଦାର ଝଟ୍କା: SpaceX Starship ରକେଟ୍ ଫେଲ୍ ଓ୍ବାଶିଂଟନ୍,୭।୩: ସ୍ପେସଏକ୍ସର ମାଲିକ ଏଲନ ମସ୍କଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ଲଞ୍ଚ ହେବାର କିଛି ମିନିଟ ପରେ ତାଙ୍କ କମ୍ପାନୀ ସ୍ପେସଏକ୍ସର ଷ୍ଟାରସିପ ରକେଟ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି ଯାହା ଫଳରେ ଏହା ଖଣ୍ଡ ଖଣ୍ଡ ହୋଇ ଦକ୍ଷିଣ...