୫ବର୍ଷରେ ବାଦ୍ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର ତାଲିକାର ଚିଠା ପ୍ରସ୍ତାବ ପ୍ରକାଶ ପାଇଛି। ତେବେ ରାଜ୍ୟରେ ପ୍ରତିବର୍ଷ ବିଭିନ୍ନ କାରଣରୁ…