ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର)ରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଜଣେ…