ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ଓଡ଼ିଶା ସରକାର ନୂଆଦିଲ୍ଲୀ,୧।୧: ରାଜ୍ୟ ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଷୋଡଶତମ ଅର୍ଥ ଆୟୋଗ ଗଠନ ନେଇ ବିଜ୍ଞପ୍ତି ଜାରି ହେବା ପରେ ରାଜ୍ୟ ସରକାର ରାଜ୍ୟ…