୪ର୍ଥ ବାର୍ଷିକ ସମ୍ମିଳନୀ, ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା… ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ବିଭୂତି ଭୂଷଣ ଜେନା ସଭାପତିତ୍ୱ କରି…