ଖାଲି ପଡ଼ିଥିବା ପଦବୀର ତଥ୍ୟ ମାଗିଲା ଗୃହ ବିଭାଗ
ଭୁବନେଶ୍ୱର,୧୪ା୧: ଗୃହ ବିଭାଗରେ କେତେ ପଦବୀ ଖାଲି ପଡ଼ିଛି ଅଧିକାରୀ ତାହାର ତଥ୍ୟ ଦେଉ ନାହାନ୍ତି । ବାରମ୍ବାର ନିର୍ଦ୍ଦେଶ ପରେ ବି ଖାଲି ପଦବୀର ତଥ୍ୟ ଦେଉ ନାହାନ୍ତି। ଏହାକୁ ନେଇ ଚିଠି ଲେଖିଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ।…
ଜଗନ୍ନାଥଙ୍କୁ ନେଇ ରାଜ୍ୟ ସରକାର ଖେଳ ଖେଳୁଛନ୍ତି: କଂଗ୍ରେସ
ଭୁବନେଶ୍ୱର,୩୧ା୭ (ରବିନାରାୟଣ ଜେନା): ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ଆରାଧ୍ୟ ଦେବତା। ମାତ୍ର ରାଜ୍ୟ ସରକାର ଜଗନ୍ନାଥଙ୍କୁ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହା ସମସ୍ତ ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରୁଛି ବୋଲି ପିସିସି ମୁଖପାତ୍ର ଲଲାଟେନ୍ଦୁ ଦାସ କ୍ଷୋଭର ସହ କହିଛନ୍ତି।…
କ୍ଷୀର ଦାମ୍ ବଢ଼ିଲା, ଜାଣନ୍ତୁ ଲିଟର ପିଛା କେତେ…
ଭୁବନେଶ୍ୱର,୨୧ା୬: ଓମଫେଡ୍ କ୍ଷୀର ଦାମ୍ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ…
IPS ଅଫିସରଙ୍କ ଛୁଟି ବାତିଲ କଲେ ସରକାର, କେହି ଯଦି ଛୁଟିରେ ଥିବେ ତେବେ…
ଭୁବନେଶ୍ୱର,୧୦ା୫: ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି…
ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା
ଭୁବନେଶ୍ୱର,୨୩ା୪(ସୁନିତ୍ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧୀନ ଓଡ଼ିଶା ଜଳବିଦ୍ୟୁତ୍ ନିଗମ(ଓଏଚ୍ପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…
ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍ଇଇଟି, ଜେଇଇ କୋଚିଂ
ଭୁବନେଶ୍ୱର, ୩୦।୧୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍ରେ ଏନ୍ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…
Archives


