ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ଼ ଘୋଷଣା କଲେ ସରକାର ଭୁବନେଶ୍ୱର,୧୯।୭: ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ। ଶନିବାର ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…