ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ… ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ…