ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା
ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଏଭଳିସ୍ଥତିରେ ଅକ୍ଟୋବର ୧୧ତାରିଖରେ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ ଆଫଗାନିସ୍ତାନ…

