ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା… କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ କୁମାର ପୂର୍ତ୍ତି (୩୧)। କେନ୍ଦୁଝରର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍…