ଭଗବାନ୍ଙ୍କ ଉପରେ ପ୍ରତିଶୋଧ ପାଇଁ ଚୋରି ଦୁର୍ଗ,୧ା୯: ପ୍ରାୟ ୧୨ ବର୍ଷ ଧରି ଛତିଶଗଡ଼ର ଦୁର୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ମନ୍ଦିରଗୁଡ଼ିକର ଦାନବାକ୍ସରୁ ଟଙ୍କା ଗାଏବ ହୋଇଯାଉଥିଲା। ତାଲା ଭାଙ୍ଗି ଦାନ ବାକ୍ସଗୁଡିକରୁ ଟଙ୍କା ଚୋରି ହେଉଥିଲା। ଶନିବାର ଦୁର୍ଗ ପୋଲିସ ୟଶଓ୍ବନ୍ତ ଉପାଧ୍ୟାୟ...