ଷ୍ଟିଲ୍ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି… ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି ମହାମହିମ। ସେ କହିଛନ୍ତି, ଓଡ଼ିଶାର…