ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ, ଯୋଗ୍ୟ ମହିଳାମାନଙ୍କୁ ସେମାନଙ୍କର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା...