ରାସ୍ତାରେ ଧସିଲା ପାହାଡ଼, ଭାଙ୍ଗିଲା ବିରାଟ ଗଛ
ଧରାକୋଟ,୩ା୧୦: ଚଳିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜନଜୀବନ ବେଶ୍ ପ୍ରଭାବିତ ହୋଇଛି। ଗୁରୁବାର ରାତିରେ ଜାତୀୟ ରାଜପଥ ୫୯ର ଧରାକୋଟ ବ୍ଲକ ଅନ୍ତର୍ଗତ ଖାରିଗୁମା ନିକଟସ୍ଥ ହନୁମାନ ମନ୍ଦିର ନିକଟରେ ରାସ୍ତା ଉପରେ ବିରାଟ ଗଛ...
ପାହାଡ଼ ଉପରୁ ଖସିଲା ପଥର, ଯାତ୍ରୀ ଭୟଭୀତ
ଭଞ୍ଜନଗର,୮ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ରବିବାର ଅପରାହ୍ନରେ ଏକ ବିରାଟ ପଥର ପାହାଡ଼ ଉପରୁ ଖସି ଜାତୀୟ ରାଜପଥ ଉପରେ ପଡ଼ିଥିଲା। ଫଳରେ ଅଧିକ ପଥର ଖସିବା ଆଶଙ୍କାରେ କିଛି ସମୟ ଉକ୍ତ ରାସ୍ତାରେ...
ଧସିଲା ପାହାଡ଼, ରାସ୍ତାରେ ଗଡ଼ିଲା ବଡ଼ବଡ଼ ପଥରଖଣ୍ଡ
ଗଜପତି,୪ା୯(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକଠାରେ ପାହାଡ଼ ଧସି ରାସ୍ତା ଅବରୋଧ ହୋଇଥିବା ଦେଖିବାକୁ ମିଳିଛି। ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ବୁଧବାର ସନ୍ଧ୍ୟାରେ ହୋଇଥିବା ଲଗାଣ ବର୍ଷା ଯୋଗୁ ଗୁମ୍ମା ବ୍ଲକର ନାମନଗଡ଼ଠାରୁ ଅଜୟଗଡ଼...
ରାସ୍ତାରେ ଯାଉଥିଲା କାର୍, ହଠାତ୍ ପାହାଡ଼ ଉପରୁ ଖସିଲା ଏକ ବିଶାଳକାୟ ପଥର, ଆଉ ତା’ ପରେ…
ଦେବଭୂମି ଉତ୍ତରାଖଣ୍ଡରେ ବର୍ଷାର ପ୍ରକୋପ ଦେଖାଦେଇଛି। ଏଥର ମୌସୁମୀ ବର୍ଷା ରାଜ୍ୟରେ ବହୁତ କ୍ଷୟକ୍ଷତି ଘଟାଇଛି। ଅନେକ ସ୍ଥାନରେ ବାଦଲ ଫଟା ବର୍ଷା ହୋଇଛି। ଏପରିକି ଅନେକ ସ୍ଥାନରେ ବନ୍ୟା ଆସିଥିବାବେଳେ ବହୁ ସ୍ଥାନରେ ଭୂସ୍ଖଳନ ମଧ୍ୟ ହୋଇଛି। ଏହି...
ରେଳ ଟ୍ରାକ୍ ଉପରେ ପଥର, ଦୀର୍ଘ ସମୟ ଅଟକିଲା ବିଶାଖାପାଟଣା- କୋର୍ବା ଟ୍ରେନ୍
ରାୟଗଡ଼ା,୮ା୮(ଆଶିଷ ରଞ୍ଜନ ପଣ୍ଡା): ଗୁରୁବାର ବିଳମ୍ବିତ ରାତିରେ ରେଳ ଟ୍ରାକ୍ ଉପରେ ପଥର ପଡିଯିବାରୁ ବିଶାଖାପାଟଣାରୁ କୋର୍ବା ଯାଉଥିବା ଟ୍ରେନ୍ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀ ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ପଥର...
ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ
ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ...
Archives


