ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ହେବା ପରେ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର…

