ବନ୍ଦେ ଭାରତ ଉପରେ ପଥର ମାଡ଼ ରାଉରକେଲା,୨୬ା୩(ସଙ୍ଗୀତା ଜେନା): ପୁରୀରୁ ରାଉରକେଲା ଅଭିମୁଖେ ଆସୁଥିବା ବନ୍ଦେଭାରତ ଏକ୍ସପ୍ରେସ୍ରେ ବୁଧବାର ପଥର ମାଡ଼ ହୋଇଛି। ଏକ ବଗିର ଝରକା ପାଖ କାଚ ଭାଙ୍ଗି ଯାଇଥିବା ବେଳେ କେହି ଯାତ୍ରୀ ଆହତ ହୋଇ ନ ଥିବା କୁହାଯାଇଛି। ଟ୍ରେନ କ୍ଷତିଗ୍ରସ୍ତ ହୋଇଛି।…