ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି ପ୍ରଭାବିତ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ପ୍ରଭାବିତ ଲୋକଙ୍କୁ ଆଶାନୁରୂପ କ୍ଷତିପୂରଣ ମିଳି ନ…