ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଥିଲେ। ଇସଲାମାବାଦ ଆଲୋଚନା ଭାଙ୍ଗିଯିବା ସହିତ, ଏହାର ପ୍ରତିଫଳ ଏବେ…