ବୁଲା କୁକୁର ମାମଲା: ସୁପ୍ରିମକୋର୍ଟରେ ‘କୁକୁର, ବିଲେଇ ଓ ମୂଷା’କୁ ନେଇ ରୋଚକ ଯୁକ୍ତି ନୂଆଦିଲ୍ଲୀ,୮ା୧: ଦେଶରେ ବୁଲା କୁକୁରଙ୍କ ସଂଖ୍ୟା ନିୟନ୍ତ୍ରଣ ଓ ସାଧାରଣ ଲୋକଙ୍କ ସୁରକ୍ଷାକୁ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ଏହି ପ୍ରସଙ୍ଗରେ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟରେ ରୋଚକ ପରିସ୍ଥିତି ସୃଷ୍ଟି ହୋଇଛି। ବିଚାରପତି ଜଷ୍ଟିସ୍ ବିକ୍ରମ...