ଜାତୀୟ ହାର ତୁଳନାରେ ଓଡ଼ିଶାରେ ଷ୍ଟ୍ରୋକର ହାର ଅଧିକ: ପ୍ରତି ୭ ଜଣରେ ଜଣଙ୍କୁ ଷ୍ଟ୍ରୋକ ବିପଦ ଭୁବନେଶ୍ୱର,୧୧।୯: ସାରା ଦେଶରେ ଦୈନିକ ପ୍ରାୟ ଦୁଇ ହଜାର ମସ୍ତିଷ୍କାଘାତ ଘଟଣା ରିପୋର୍ଟ ହେବା ଭାରତରେ ଏକ ଚିନ୍ତାର କାରଣ ପାଲଟିଛି। ପ୍ରସିଦ୍ଧ ପତ୍ରିକା ଦି ଲାନସେଟରେ ପ୍ରକାଶିତ ଏକ ଗବେଷଣାମୂଳକ ରିପୋର୍ଟ ଅନୁସାରେ ଓଡ଼ିଶାରେ ଷ୍ଟ୍ରୋକ ହାର ଜାତୀୟ...