ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି… ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହେଉଛି। ଏହି ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ଜୀବନକୁ ବାଜି…