Tag Archives: student

କାନ୍ଥ ଭାଙ୍ଗି ନିୟମିତ ଏହି କାର୍ଯ୍ୟ କରିବାକୁ ଛାତ୍ରାବାସରୁ ଚାଲି ଯାଉଥିଲେ ଛାତ୍ର, ପ୍ରଧାନଶିକ୍ଷକ ନେଲେ ଏମିତି କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ସବୁ ମା-ବାପା ଚାହାନ୍ତି ତାଙ୍କ ପିଲାମାନେ ଉଚ୍ଚ ଶିକ୍ଷିତ ହୁଅନ୍ତୁ, ଭଲ ପାଠ ପଢନ୍ତୁ। ଏଥିପାଇଁ ଯେତେ ବାଧାବିଘ୍ନ ଆସିଲେ ବି ମା’ ବାପା ପିଲାଙ୍କ ପାଇଁ ସବୁକିଛି କରନ୍ତି। ଆଉ ପିଲାଙ୍କ ଉଚ୍ଚଶିକ୍ଷା ନେଇ ଅନେକ ସ୍ବପ୍ନ…

ସ୍କୁଲରେ କବାଡ଼ି ଖେଳରେ ଆହତ ଛାତ୍ରଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍କୁଲରେ କବାଡ଼ି ଖେଳୁଥିବା ବେଳେ ଆହତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଅମିତ୍‌ ମୁଣ୍ଡା (୧୪) ବୋଲି ଜଣାପଡ଼ିଛି। ଏଭଳି ଘଟଣା କେନ୍ଦୁଝର ଜିଲା ବାରିଆ…

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ କେବଳ ପିଜା, ପାସ୍ତା ଏବଂ ମ୍ୟାଗି ସମେତ ଜଙ୍କଫୁଡ ଥିଲା, ଯାହା ଫଳରେ ତା’ର…

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ ଉଚ୍ଚର ଏକ ସାଇନ୍‌ବୋର୍ଡ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହେଇଥିବା ବେଳେ ୨…

KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ବର,୧।୧୨: ପୁଣି ଚର୍ଚ୍ଚାରେ KIIT ବିଶ୍ବବିଦ୍ୟାଳୟ। KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ର ଜଣକ ଛତିଶଗଡ଼ର ରାହୁଲ ଯାଦବ ବୋଲି ଜଣାପଡିଥିବା ବେଳେ ସେ ପ୍ରଥମ ବର୍ଷ କମ୍ବ୍ୟୁଟର…

ପିନ୍‌କଣ୍ଟା ଗିଳି ଛାତ୍ରଙ୍କ ଜୀବନ ଗଲା, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ବାପା କହିଲେ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ବହୁ ଚର୍ଚ୍ଚିତ ପିନ ଗିଳି ସପ୍ତମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପରିବାର ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଗୁରୁବାର ଅପରାହ୍ନରେ ଲିଖିତ ଅଭିଯୋଗ ହୋଇଛି। ତାଙ୍କ ପୁଅ ମୃତ୍ୟୁ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଓ…

ବଜ୍ରପାତରେ ଗୁରୁତର ଛାତ୍ର ସୁସ୍ଥ ହୋଇ ଘରକୁ ଫେରିଲେ, ପରିବାରରେ ଖେଳିଗଲା ଆନନ୍ଦ

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ। ଏଭଳି ଉକ୍ତିକୁ ଯଦି ଦେଖିବା ତେବେ ବଜ୍ରପାତରେ ଗୁରୁତର ଜଣେ ପଞ୍ଚମ ଶ୍ରେଣୀର ଛାତ୍ର ଗୁରୁତର ହୋଇ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ତେବେ ସେ…

ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ

ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିଲେ।…

କଲେଜ ଛାତ୍ରୀଙ୍କୁ ଫେଭର ମାଗି ବନ୍ଧା ହେଲେ ଡାଟାଏଣ୍ଟ୍ରି ଅପରେଟର

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍‌ ରିଷିଡ଼ା…

ପୋଖରୀରେ ବୁଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ମହାକାଳପଡ଼ା,୧୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତ ହାଇସ୍କୁଲର ଜଣେ ଦଶମ ଶ୍ରେଣୀ ଛାତ୍ରୀ ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ସେ ତାଙ୍କ…

Video: ମାଟ୍ରିକ୍ ପରୀକ୍ଷାରେ ଫେଲ୍ ହେଲା ପୁଅ; ସେଲିବ୍ରେଶନ କଲେ ବାପା, ମା’

ନୂଆଦିଲ୍ଲୀ,୪ା୫: ଏହା ଏକ ନିରାଶାଜନକ ଫଳାଫଳ ଥିଲା। କିନ୍ତୁ ଏହା ଦୁନିଆର ଶେଷ ନୁହେଁ। ଅତି କମରେ ସେହି ପିତାମାତାଙ୍କ ପାଇଁ, ଯେଉଁମାନେ ଆଲୋକର ଏକ କିରଣ ଦେଖିବାକୁ ବାଛିଥିଲେ ଓ “ହାର ନ ମାନିବା” ପୁରୁଣା ଆଦର୍ଶରେ ଆସ୍ଥା ରଖିଥିଲେ।…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ

କେନ୍ଦୁଝର,୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଶିବନାରାୟଣପୁରଗୋଡ଼ା ଗ୍ରାମର ପ୍ରଧାନଶିକ୍ଷକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ପ୍ରକାଶ ଯେ, ଉକ୍ତ ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri