ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ ତାଙ୍କର ଜଣେ ତୃତୀୟ ଶ୍ରେଣୀ ସହପାଠୀ ନିର୍ମମ ଭାବରେ ମାଡ଼ ଆଖି ଫୁଟାଇ…