କେନ୍ଦ୍ରାପଡ଼ା,୮।୮: କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇରେ ଜଣେ ଛାତ୍ରୀଙ୍କ ଜିଅନ୍ତା ଜଳିଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ମାମଲାରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ପୋଲିସ…