ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ…… ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା ବେଳେ ଜଣେ ଛାତ୍ର ସ୍କୁଲରେ ମଦ ପିଇ ଶୋଇ ପଡ଼ିଥିବା ଖବର ସାମ୍ନାକୁ…