ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି। ସ୍କୁଲ୍ ଛୁଟି ପରେ ତାଙ୍କୁ ୱାଶରୁମ୍ ଭିତରେ ଅଚେତ ଅବସ୍ଥାରେ ଦେଖିବାକୁ…