ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ…