ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି।…