ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି । ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ହେଉଛନ୍ତି କଟକ...